Monday, 19 September 2022

Odisha Govt raises DA by 3% w. e.f. January, 2022

ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଚଳିତ ମାସ ଦରମାରେ ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ।
--------
The Odisha Government on Monday announced a 3% hike in Dearness Allowance (DA) for its employees and pensioners. Chief Minister Naveen Patnaik approved the proposal for increasing DA from 31 per cent to 34 per cent, effective from January 1, 2022, an official release said.



23377 Dt.19.09.2022

No comments: