କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଲୋକାର୍ପଣ କରିଛନ୍ତି। ୨୦୦ଟି ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲରେ ଅତ୍ୟାଧୁନିକ ଓପିଡି, ୩୪ଟି ଆଇସିୟୁ, ରେଡିଓଲୋଜି ଓ ଏମଆରଆଇ ସିଟି ସ୍କାନ୍ ପରି ବିଭିନ୍ନ ଉନ୍ନତ ବ୍ୟବସ୍ଥା ହୋଇଛି। ଏହି ହସ୍ପିଟାଲ କେନ୍ଦ୍ରାପଡ଼ାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ‘ପ୍ରତି ଜୀବନ ମୂଲ୍ୟବାନ’ ମନ୍ତ୍ର ଉପରେ ଗୁରୁତ୍ଵ ଦେଇ ହସ୍ପିଟାଲ ଆସୁଥିବା ରୋଗୀଙ୍କୁ ନିଷ୍ଠା ଓ ସମ୍ମାନର ସହ ସେବା କରିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।
Pages
- Home
- About Us
- Secretariat
- Departments
- Assembly
- OSSA
- HOLIDAYS
- Reference Books
- ELECTION 2024
- 8th CPC
- 7th PAY
- DA/DR
- OPS/NPS/UPS
- GA Quarter
- Property St.
- CCR / PAR
- RA Scheme
- Govt Vehicle
- Hired Vehicle
- GIS Advance
- Festival Advance (FA)
- Computer Advance (CA)
- Motor Car & EV (MCA)
- House Building Advance (HBA)
Pages
Subscribe to:
Post Comments (Atom)

No comments:
Post a Comment