Tuesday 19 September 2023

Preventive measures for violence and lynching by mob

ଭିଡ ହିଂସାରୁ ନିବୃତ୍ତ ରହିବା ପାଇଁ ଓଡ଼ିଶା ପୁଲିସ୍ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରିବା ନିମନ୍ତେ ପ୍ରେସ୍ ବିବୃତି ଜାରି କରାଯାଇଛି। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ଏକ ରାୟରେ ପ୍ରକାଶ କରିଛନ୍ତି ଯେ, "ଭିଡ ହିଂସା ଏକ ଅପରାଧ ଓ ସେଥିରେ ଭାଗ ନେଉଥିବା ଯେକୌଣସି ବ୍ଯକ୍ତିଙ୍କୁ କଠୋରରୁ କଠୋରତମ ଦଣ୍ଡ ବିଧାନ କରାଯିବ।" 



42519 Dt.06.10.2018

No comments: