Tuesday 5 December 2023

Cabinet Decision Dated 05.12.2023

Dt.05.12.2023
1. Commerce & Transport (Transport) Department : ମୋଟର ଯାନ ବକେୟା ଟିକସ ଓ ଜରିମାନାର ଏକକାଳୀନ ପରି‌ଶୋଧ 
2. Industries Department : ଗୋପାଳପୁରରେ ଶିଳ୍ପ କରିଡର ପ୍ରତିଷ୍ଠା
3. Law Department : ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ
4. MSME Department : ଏମ୍‌ଏସ୍‌ଏମ୍‌ଇ ନୀତି -୨୦୨୨ ରେ ସଂଶୋଧନ
5. MSME Department : ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ସଂଶୋଧନ
6. Revenue & DM Department : ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ 
7. School & Mass Education Department : କଟକ ମାଧ୍ୟମିକ ବୋର୍ଡ ହାଇସ୍କୁଲ ସରକାରୀ ସ୍କୁଲର ମାନ୍ୟତା ପାଇବ
8. SSEPD Department : ଓଡ଼ିଶା ସାମାଜିକ ସୁରକ୍ଷା ସେବା କ୍ୟାଡରର ସଂଶୋଧନ
9. Industries Department : ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

No comments: