ପଦ୍ମପୁର ପାଇଁ ଏକ ନୂତନ ଅତିରିକ୍ତ ଜିଲ୍ଲାପାଳ ପଦବୀ ସ୍ରୁଷ୍ଟିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେବା ସହିତ ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ଭାବରେ ୨୦୨୦ ବ୍ଯାଚର ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ଚଭନ କୁନାଲ ମୋତିରାମଙ୍କୁ ନିଯୁକ୍ତି ଦେଇଛନ୍ତି। ପଦ୍ମପୁର ବରଗଡ଼ ଜିଲ୍ଲାର ଏକ ସବଡିଭିଜନ। ପଦ୍ମପୁରର ବିକାଶ କାମ ତ୍ୱରାନିତ କରିବା ସହିତ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ କରି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୀଘ୍ର ସମାଧାନ କରିବାରେ ଏହା ସହାୟକ ହେବ। @ipr_odisha
Pages
- Home
- About Us
- Secretariat
- Departments
- Assembly
- OSSA
- HOLIDAYS
- ELECTION 2024
- JEA/PA/PS
- Typist
- DEO Cadre
- Auditor (CCA)
- 7th PAY
- DA/DR
- OPS/NPS/UPS
- GA Quarter
- Property St.
- CCR / PAR
- RA Scheme
- Govt Vehicle
- Hired Vehicle
- Festival Advance (FA)
- Computer Advance (CA)
- Motor Car & EV (MCA)
- House Building Advance (HBA)
- GIS Advance
- Reference Books
Subscribe to:
Post Comments (Atom)
No comments:
Post a Comment