Thursday, 18 January 2024

Half Day Closing of State Government Offices on 22.01.2024

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ ଲାଲାଙ୍କ ପବିତ୍ର ପ୍ରାଣ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ୨୨ ଜାନୁଆରୀ ୨୦୨୪ ଦିନ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।

No comments: