Friday 8 March 2024

Hike in remuneration of outsourcing employees

The remuneration of the Service Provider Agencies was last revised in November,  2021 vide FD Letter No 30722/6.11.21. Considering the demands of the Service Provider Agencies and the present cost of living, Government have been pleased to enhance the monthly remuneration to be paid by the SPAs with the conditions as  enumerated below: , (GA&PG Department RESOLUTION No. 7982 Dt.07.03.2024) 

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି

୩. Outsourcing କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି  ପାଞ୍ଚ  ବର୍ଷର  ଅଭିଜ୍ଞତା  ପାଇଁ  ମାସିକ ଅଧିକ  ଏକହଜାର  ଟଙ୍କା  ମିଳିବ।

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ।

୬. Outsourcing କର୍ମଚାରୀ ତଥା Service Provider Agencyଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ Software Application ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ।

୮. ଯେଉଁ outsourcing କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ Service Providing Agency  ମାନଙ୍କ ସହିତ supplementary agreement କରିବେ।

1 comment:

Debasis Sahu said...
This comment has been removed by the author.