ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ମାସିକ ପାରିଶ୍ରମିକ ୧୩,୮୦୦ରୁ ୨୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହା ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ। ଏହା ଦ୍ୱାରା ୧୨,୭୮୪ କନିଷ୍ଠ ଶିକ୍ଷକ ଉପକୃତ ହେବେ। ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ। @IPR_Odisha
Pages
Subscribe to:
Post Comments (Atom)
No comments:
Post a Comment