Friday 15 March 2024

Odisha hikes minimum daily wage of unskilled, skilled workers

 

ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ।

ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କା ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। @IPR_Odisha

Gazette Notification 2278 Dt.13.03.2024
Click here to view / download. PDF

No comments: