Wednesday 12 June 2024

ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହ

ଓଡ଼ିଶାର ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହ ଆଜି ସନ୍ଧ୍ୟା ୫ଟାରେ ଭୁବନେଶ୍ବର ଜନତା ମୈଦାନରେ ଅନୁଷ୍ଠିତ ହେବ। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହରେ ସଦୟ ଉପସ୍ଥିତ ରହିବେ।

ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମରେ ଦେଖିବା ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ବିଭାଗର ୟୁଟ୍ୟୁବ୍ ଏବଂ ଫେସବୁକ୍ ଚାନେଲ୍‌ରେ ମଧ୍ଯ ଏହାର ସିଧାପ୍ରସାରଣ ଦେଖିପାରିବେ। 

No comments: