Friday 14 June 2024

Courtesy visit of Odisha Secretariat Service Officers

ଗତକାଲି ସଚିବାଳୟ ସେବା ସଂଘର ସଭ୍ୟବ୍ରୁନ୍ଦ ନୂତନ ଭାବେ ଦାୟୀତ୍ୱ ଗ୍ରହଣ କରିଥିବା ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝିଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହିତ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। 



No comments: