Thursday 29 August 2024

State Government declares holiday on 9th September for Nuakhai

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣପର୍ବ #ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।

ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍‌‌ଙ୍କ କୋର୍ଟ୍‌ ତଥା ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

29229 Dt.29.08.2024

No comments: