ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
Pages
- Home
- About Us
- Secretariat
- Departments
- Assembly
- OSSA
- HOLIDAYS
- Reference Books
- ELECTION 2024
- 8th CPC
- 7th PAY
- DA/DR
- OPS/NPS/UPS
- GA Quarter
- Property St.
- CCR / PAR
- RA Scheme
- Govt Vehicle
- Hired Vehicle
- GIS Advance
- Festival Advance (FA)
- Computer Advance (CA)
- Motor Car & EV (MCA)
- House Building Advance (HBA)
Pages
Subscribe to:
Post Comments (Atom)
No comments:
Post a Comment