Monday, 15 September 2025

Nijukti Mela for 1686 posts

ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ନିଯୁକ୍ତି ମେଳା’ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂତନ ଭାବେ ଚୟନୀତ ୭ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ।
 

No comments: