Friday, 9 January 2026

Cabinet Decision : 09.01.2026

ତା.୯.୦୧.୨୦୨୬ ରିଖ ରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ       
ପ୍ରେସ୍ ବିବୃତ୍ତି
ଭୁବନେଶ୍ୱର ତା-୯/୦୧/୨୦୨୬

ଆଜି ରାଜ୍ୟ କ୍ୟାବିନେଟର ୩୪ ତମ  ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା  l  ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ  ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା  ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ  । 

କ୍ୟାବିନେଟ ବୈଠକରେ ମୋଟ ୮ ଟି ବିଭାଗର ୧୧ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି  l  ତନ୍ମଧ୍ୟରେ ଶିଳ୍ପ ବିଭାଗ, ଗୃହ ( ସ୍ୱରାଷ୍ଟ୍ର)ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ରାଜସ୍ବ ଆଦି ବିଭାଗ ପ୍ରତ୍ୟେକରୁ ଗୋଟିଏ ଲେଖାଏଁ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ୩ଟି ଏବଂ ଜଳସମ୍ପଦ ବିଭାଗର ୨ ଟି, ଏହିପରି ମୋଟ ୧୧ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଗତ କରାଯାଇ ଆଲୋଚନା ପୂର୍ବକ ସମସ୍ତ ପ୍ରସ୍ତାବ ଅନୁମୋଦନ କରାଯାଇଥିବା ଜଣାଯାଇଛି ଲ







                                                                                                                   

No comments: