ଦୀର୍ଘ ଏକ ମାସ ଧରି ଚାଲିଥିବା ଆନ୍ତଃ ବିଭାଗୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ 2026 ର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରତିପକ୍ଷ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗକୁ ହରାଇ ଚମ୍ପିୟାନ ହୋଇଛି। ଟୁର୍ନାମେଣ୍ଟ ସଫଳତା ର ସହିତ ସମାପନ ହୋଇଥିବାରୁ ଆୟୋଜକ ସଚିବାଳୟ କର୍ମଚାରୀ ଅଥଲେଟିକ ଆସୋସିଏସନ ତରଫରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।
Pages
- Home
- About Us
- Secretariat
- Departments
- Assembly
- OSSA
- HOLIDAYS
- Reference Books
- ELECTION 2024
- 8th CPC
- 7th PAY
- DA/DR
- OPS
- NPS
- UPS
- GA Quarter
- Property St.
- CCR / PAR
- RA Scheme
- Govt Vehicle
- Hired Vehicle
- GIS Advance
- Festival Advance (FA)
- Computer Advance (CA)
- Motor Car & EV (MCA)
- House Building Advance (HBA)
Pages
Subscribe to:
Post Comments (Atom)



No comments:
Post a Comment