Tuesday, 24 March 2026

Secretariat Chess Championship 2026 inaugurated

Secretariat Chess Championship 2026 has been inaugurated at OSSA House. The event was started in presence of Chief Guest Sri Satya Ranjan Patnaik, President, All Odisha Chess Association and guest of honour Sri Soumendra Rout, OSD, S&YS Department. The tournament will be held for three days till 25th March, 2026.












Monday, 23 March 2026

Preventive measures for labourers / workmen from Heatwave

Press Release

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ

ଭୁବନେଶ୍ୱର, ମାର୍ଚ୍ଚ ୨୩, ୨୦୨୬: ଚଳିତ ବର୍ଷ ଏପ୍ରିଲ ମାସରେ ରୌଦ୍ରତାପ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଗ୍ରୀଷ୍ମ ଋତୁରେ ସମ୍ଭାବ୍ୟ ଅଂଶୁଘାତ ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ଏଣୁ ପ୍ରଚଣ୍ଡ ଖରାରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ବର୍ଷ ଏପ୍ରିଲ ମାସ ୧ ତାରିଖରୁ ଜୁନ ମାସ ୧୫ ତାରିଖ (ତା. ୧୫.୦୬.୨୦୨୬) ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧:୦୦ ଘଣ୍ଟାରୁ ଅପରାହ୍ନ ୩:୦୦ ଘଣ୍ଟା ମଧ୍ୟରେ ସୃଷ୍ଟ ପ୍ରଚଣ୍ଡ ରୌଦ୍ରତାପ ଜନିତ ଅଂଶୁଘାତରୁ ରକ୍ଷା କରିବା ପାଇଁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ବିହିତ ପଦକ୍ଷେପ ନେବା ନିମନ୍ତେ ସମସ୍ତ ରାଜସ୍ୱ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଅଛି।

ଏତଦ୍ୱାରା ଓଡ଼ିଶା ସରକାରଙ୍କ ସମସ୍ତ ବିଭାଗ ତଥା ଓଡ଼ିଶାରେ ଥିବା ଭାରତ ସରକାରଙ୍କର ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ସମସ୍ତ ବାଣିଜ୍ୟ ଓ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରମାନଙ୍କୁ ଅନୁରୋଧ କରାଯାଉଛି ଯେ, ସେମାନଙ୍କର ଅଧୀନରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ଏପ୍ରିଲ ୧ ତାରିଖରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ନିମନ୍ତେ ପ୍ରତ୍ୟେହ ପୂର୍ବାହ୍ନ ୧୧:୦୦ ଘଣ୍ଟାରୁ ଅପରାହ୍ନ ୩:୦୦ ଘଣ୍ଟା ପର୍ଯ୍ୟନ୍ତ କାର୍ଯ୍ୟରେ ନ ଲଗାଇବାକୁ ବିବଦ୍ଧ ବ୍ୟବସ୍ଥା ଗ୍ରହଣ କରିବେ ଓ ଆବଶ୍ୟକ ସ୍ଥଳେ କାର୍ଯ୍ୟନିର୍ଘଣ୍ଟର ସମୟ ପରିବର୍ତ୍ତନ କରିବେ।

ଯଦି କୌଣସି କାର୍ଯ୍ୟ ଜରୁରୀ ବୋଲି ମନେହୁଏ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ଯେଉଁଥିରେ କି ଶ୍ରମିକମାନଙ୍କୁ ଉପରୋକ୍ତ ସମୟ ପାଇଁ ବିଶ୍ରାମ ଦିଆଯାଇପାରିବ ନାହିଁ, ତେବେ ଉପରୋକ୍ତ ନିଯୁକ୍ତିଦାତାମାନେ ଶ୍ରମିକମାନଙ୍କୁ ସମ୍ଭାବ୍ୟ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ପାଇଁ ସତର୍କମୂଳକ ପଦକ୍ଷେପ ଗ୍ରହଣ କରିବେ। ଏଥିରେ ବିଶେଷ କରି ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା ପାଇଁ ଡାକ୍ତରୀ ଚିକିତ୍ସାର ବ୍ୟବସ୍ଥା ଏବଂ ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓ.ଆର.ଏସ. ପ୍ୟାକେଟର ବ୍ୟବସ୍ଥା କରିବା ବାଧ୍ୟତାମୂଳକ ଅଟେ।

ଉପରୋକ୍ତ ପରିପ୍ରେକ୍ଷୀରେ ଜିଲ୍ଲାର ଚିକିତ୍ସାଧିକାରୀ (ସି.ଡ଼ି.ଏମ.ଓ.), ଉପମଣ୍ଡଳ ଚିକିତ୍ସାଧିକାରୀ (ଏସ.ଡ଼ି.ଏମ.ଓ.), ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (ପି.ଏଚ.ସି.), କମ୍ୟୁନିଟି ହେଲଥ ସେଣ୍ଟର (ସି.ଏଚ.ସି.) ଚିକିତ୍ସାଳୟ ଗୁଡ଼ିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟ ବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟମାନଙ୍କର ଚିକିତ୍ସାଧିକାରୀମାନଙ୍କୁ ପ୍ରଚଣ୍ଡ ରୌଦ୍ରତାପ ଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗୀମାନଙ୍କର ତତ୍ ସମ୍ୱନ୍ଧୀୟ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଅନୁରୋଧ କରାଯାଉଛି।


2392 Dt.23.03.2026

Extension of dateline for issue of sanction order for release of funds etc. during FY 2025-26


7697 Dt. 23.03.2026

Enhancement of pay level of Senior Assistant (Treasury) from Level-i to LeveV8


Sunday, 22 March 2026

Meeting on engagement of Consultants / PMUs / TSUs

 


Standard Operating Procedure (SOP)

Finance Department Office Memorandum 

Admission to 2-year B. Ed, M. Ed, BHEd Course : Application from 23 Mar - 6 Apr

୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ଦୁଇ ବର୍ଷିଆ ବିଏଡ୍‌, ଏମ୍‌ଏଡ୍‌, ବିଏଚଏଡ୍ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଛାତ୍ରଛାତ୍ରୀମାନଙ୍କ ଚୟନ ପ୍ରବେଶିକା ପରୀକ୍ଷା ମାଧ୍ୟମରେ କରାଯିବ। ଉକ୍ତ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ଛାତ୍ରଛାତ୍ରୀମାନେ ୨୩ ମାର୍ଚ୍ଚ, ୨୦୨୬ ଠାରୁ ୬ ଏପ୍ରିଲ, ୨୦୨୬ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲକୁ ଯାଇ Common Application Form ପୂରଣ କରିପାରିବେ।  https://te.samsodisha.gov.in
ଆବେଦନକାରୀଙ୍କ ସମସ୍ତ ତଥ୍ୟ ଓକାକ ପକ୍ଷରୁ ଏପ୍ରିଲ ୧୩ ତାରିଖ ଦିନ ପରୀକ୍ଷା ପରିଚାଳନା କରିଥିବା ଷ୍ଟେଟ ସିଲେସ୍କନ ବୋର୍ଡ୍‌କୁ ପ୍ରଦାନ କରାଯିବ।
ମେ' ୨୭ ତାରିଖରେ ପ୍ରବେଶିକା ପରୀକ୍ଷା ପାଇଁ ଆଡ଼ମିଟ୍ କାର୍ଡ଼ ଉପଲବ୍ଧ ହେବ। ମେ' ୩୧ ତାରିଖରେ ବିଏଡ୍ ପାଠ୍ୟକ୍ରମ ପାଇଁ ଏବଂ ଜୁନ ୩ ତାରିଖରେ ଏମଏଡ୍ ଏବଂ ବିଏଚଏଡ୍ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Saturday, 21 March 2026

Final Examination of 5th Batch Induction Trainee ASOs started

Final Examination of 5th Batch Induction Trainee ASOs has been started. A total of 70 ASOs recruited during 2024 are appearing the exam which is scheduled on 20th, 23rd, 24th and 25th of this month as a part of Induction Training. 

This batch was started from 16.12.2025 in the new building of Odisha Secretariat Training Institute (OSTI)



Friday, 13 March 2026

Step towards a noble cause : SEWAS organized health Check-up camp a grand success

State Employees Welfare and Assistance Society (SEWAS) has conducted a maga health check up camp at the HOD Campus today. More than 300 employees have participated the program. Various basic health check up were conducted  in collaboration with some private hospitals. Dr. Mukesh Mahaling, Hon'ble Minister, Health & Family Welfare, Odisha inaugurated the program. Starting from blood sample collection to Doctor Consultation there was other facilities like checking your weight, blood pressure, diabetes, BMR/BMI, PFT, ECG, eye problem etc available free of cost. Really it was a program for noble cause. So we wish such events by the society in future great success.


Promotion of Under Secretary to the rank of Deputy Secretary in OSS Cadre

9298 Dt.13.03.2026

Mega Health Check-up Camp for State Government Employees